ରାଷ୍ଟ୍ରପତିଙ୍କୁ ଭେଟି ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ନାୟକ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ଜୀବନୀ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏ ଅବସରରେ କେନ୍ଦ୍ର ମନ୍ତ୍ରୀ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ନାୟକ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି।…
