ନାବାଳିକାଙ୍କୁ ଅସଦାଚରଣ କରି ଯୁବକ ଗିରଫ
ଅନୁଗୁଳ: ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଅନୁଗୁଳ ଟାଉନ୍ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୂଚନା ଅନୁସାରେ, ବନ୍ତଳା ଅଞ୍ଚଳର ଜଣେ ନାବାଳିକାଙ୍କୁ ତାଙ୍କ ଗାଁର ଜଣେ ଯୁବକ ଅନୁଗୁଳ ବସଷ୍ଟାଣ୍ଡରେ ଅସଦାଚରଣ କରିଥିଲେ। ତାଙ୍କୁ…
ଅନୁଗୁଳ: ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଅନୁଗୁଳ ଟାଉନ୍ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୂଚନା ଅନୁସାରେ, ବନ୍ତଳା ଅଞ୍ଚଳର ଜଣେ ନାବାଳିକାଙ୍କୁ ତାଙ୍କ ଗାଁର ଜଣେ ଯୁବକ ଅନୁଗୁଳ ବସଷ୍ଟାଣ୍ଡରେ ଅସଦାଚରଣ କରିଥିଲେ। ତାଙ୍କୁ…
ଅନୁଗୁଳ: ପତଞ୍ଜଳି ଯୋଗ ସମିତି ତରଫରୁ ମଙ୍ଗଳବାର ଇନଡୋର ଷ୍ଟାଡିୟମ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସନ୍ତୋଷ ପ୍ରଧାନ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ…
ଅନୁଗୁଳ: ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ- ୨ ସହାୟତାରେ ଆଠମଲ୍ଲିକ ବନଖଣ୍ତ ତରଫରୁ ୨୦୨୧-୨୨ ବର୍ଷର ବାର୍ଷିକ ସମୀକ୍ଷା ବୈଠକ ସ୍ଥାନୀୟ ନାଲକୋ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଯୋଗ ଦେଇ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏନ୍ଏଚ୍ଏମ୍ ଟ୍ରେନିଂ ହଲ ଠାରେ ଆଜି ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଯାଇଅଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଏକ ଅତ୍ୟାଧୁନିକ ଚିକିତ୍ସାଳୟରେ ପରିଣତ କରିବା ପାଇଁ ବୈଠକରେ ବହୁ ପ୍ରସ୍ତାବ ଗୃହିତ ହୋଇଛି।…
ଅନୁଗୁଳ: ତାଳଚେର ମେଡିକାଲ୍ କଲେଜକୁ ସରକାର ଶୀଘ୍ର ପରିଚାଳନା କରିବା ଦାବିରେ ତାଳଚେର ସରକାରୀ ମେଡିକାଲ୍ କଲେଜ୍ କ୍ରିୟାନୁଷ୍ଠାନ କମିଟି ଆସନ୍ତା ଜୁଲାଇ ୪ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରିବାକୁ ଯାଉଛି। ଏହି ବିକ୍ଷୋଭକୁ ସଫଳ କରିବା ପାଇଁ ଆଜି…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବେଡ଼ା ଶାସନ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଏଲୋରା ଯଶମାଳିନୀ ଗଡନାୟକଙ୍କ ଗତ ସୋମବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା।…
ଅନୁଗୁଳ: ଅନୁଗୁଳ ନଗର କଂଗ୍ରେସ ସଭାପତି ସୁଦିପ୍ ମିଶ୍ର ଓ ବ୍ଲକ କଂଗ୍ରେସ ସଭାପତି ଅମୂଲ୍ୟ ବେହେରାଙ୍କ ନେତୃତ୍ୱରେ ଆଜି ଜିଲ୍ଲା ମୁଖ୍ୟ ଡାକ ଘର ସମ୍ମୁଖରେ ଗଣ ବିକ୍ଷୋଭ କରାଯାଇଛି। କେନ୍ଦ୍ରୀୟ ପୁଲିସ ଯେଭଳି ଭାବେ ଦିଲ୍ଲୀସ୍ଥିତ ଅଖିଳ ଭାରତୀୟ…
ଅନୁଗୁଳ: ଆଉ ନାହାନ୍ତି ତାଳଚେରର ଜଣାଶୁଣା ଚିକିତ୍ସକ ସିଦ୍ଧେଶ୍ୱର ମିଶ୍ର। ସୋମବାର ୮୭ ବର୍ଷରେ ତାଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ହେଲାଣି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକ ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ରାଜନେତା, ଆଇନିଜୀବୀ…
ଅନୁଗୁଳ:ଅନୁଗୁଳ ଜିଲ୍ଲା ତାଳଚେର ଡେରା ପଞ୍ଚାୟତର ସରପଞ୍ଚ ଗିତିଶ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସୋମବାର ନେତ୍ରମ୍ ଚକ୍ଷୁ ବିଶେଷଜ୍ଞଙ୍କ ଦ୍ୱାରା ଏକ ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଯାଇଛି। ଏହି ଶିବିରରେ ୧୦୮ ଜଣଙ୍କ ଚକ୍ଷୁ ପରୀକ୍ଷଣ ହୋଇଥିବା ବେଳେ ୮୫…
ଅନୁଗୁଳ: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ସ୍କିମକୁ ବିରୋଧ କରି ଆଜି ଯୁବ ସଂଗଠନ ଅଲ୍ ଇଣ୍ଡିଆ ଡିୱାଇଓ ଏବଂ ଛାତ୍ର ସଂଗଠନ ଅଲ୍ ଇଣ୍ଡିଆ ଡି.ଏସ୍. ଓ ପକ୍ଷରୁ ସହରରେ ଶୋଭାଯାତ୍ରା କରାଯିବା ସହ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…