ଜାତୀୟ ନବଜାତ ଶିଶୁ ସପ୍ତାହ ପାଳିତ, ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ସଚେତନ କଲେ ବିଶେଷଜ୍ଞ
ଅନୁଗୁଳ: ଚଳିତ ମାସ ୧୫ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜାତୀୟ ନବଜାତ ଶିଶୁ ସପ୍ତାହ ପାଳନ କରାଯାଉଛି। ଏ ଅବସରରେ ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ…




