ଓଡ଼ିଶା ରାଜ୍ଯ ସରକାରୀ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
ଅନୁଗୁଳ: ରାଜ୍ୟ ସରକାରୀ କର୍ମଚାରୀ ଓ ଶିକ୍ଷକ ମାନଙ୍କର ମୌଳିକ ଦାବି ଗୁଡିକ ସମାଧାନ କରିବାରେ ରାଜ୍ୟ ସରକାରଙ୍କର ଉଦାସୀନତା ବିରୋଧରେ ଆଜି ରାଜ୍ୟ ବ୍ୟାପୀ ଦାବି ଦିବସ ପାଳିତ ହୋଇଛି। ଏ ଅବସରରେ ଅନୁଗୁଳ ଜିଲ୍ଲା ଶାଖା ତରଫରୁ ଜିଲ୍ଲାପାଳଙ୍କ…




