ଅନୁଗୁଳ ଜିଲ୍ଲାର ରୁପାନ୍ତରିତ ୯୦ଟି ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ
ଅନୁଗୁଳ: ଅନୁଗୁଳ ଜିଲ୍ଲାର ୯୦ଟି ରୁପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ସୋମବାର ଅପରାହ୍ନରେ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନୁଗୁଳ ଉଚ୍ଚ ବିଦ୍ୟାଳ ପରିସରରେ ଆୟୋଜିତ ଏକ ଭବ୍ୟ କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନସିଂ ମାଧ୍ୟମରେ ଏହାକୁ ଲୋକାର୍ପିତ କରିଥିଲେ। ଜିଲ୍ଲାରେ ପ୍ରଥମ…
