ଏବିଭିପିର ବିକ୍ଷୋଭ

ଅନୁଗୁଳ: କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ସନସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଛି । ତେବେ ଏଥ୍‌ରେ ଉକ୍ତ ସ୍କୁଲର ମାଲିକ ଗୋବିନ୍ଦ ସାହୁ ଏବଂ ରାଜ୍ୟର ଜଣେ ମନ୍ତ୍ରୀ କ୍ୟାପଟେନ୍‌…

Continue Readingଏବିଭିପିର ବିକ୍ଷୋଭ

ଶିବ ମନ୍ଦିର ତାଲା ଭାଙ୍ଗି ଚୋରି ଉଦ୍ୟମ

ଅନୁଗୁଳ: ଅନୁଗୁଳ ସହରର ମା’ ବୁଢୀ ଠାକୁରାଣୀ ମନ୍ଦିର ନିକଟ ଶିବ ମନ୍ଦିରରୁ ମଙ୍ଗଳବାର ରାତିରେ ଚୋରି ଉଦ୍ୟମ ହୋଇଛି । ଏତଲା କ୍ରମେ ପୁଲିସ୍ ମାମଲା ରୁଜୁ କରିବା ସହ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଜଣେ ଫେରାର୍…

Continue Readingଶିବ ମନ୍ଦିର ତାଲା ଭାଙ୍ଗି ଚୋରି ଉଦ୍ୟମ

ଧରାବତରଣ କଲେ ଧନଦାତ୍ରୀ

ଅନୁଗୁଳ: ଅନୁଗୁଳରେ କୁମାରପୁର୍ଣିମା ଏବଂ ଗଜଲଷ୍ମୀ ପୂଜା ପାରମ୍ପରିକ ବିଧିବିଧାନ ସହ ଆରମ୍ଭ ହୋଇଛି। ସହର ଏବଂ ଆଖପାଖ ଅଞ୍ଚଳରେ ପ୍ରାୟ ତିରିଶ ଟି ମଣ୍ଡପ ତିଆରି ହୋଇଛି। ସରକାରଙ୍କ କୋଭିଡ଼ ଆଇନକୁ ଅନୁପାଳନ କରି ପୂଜା କମିଟି ଗୁଡିକ ପ୍ରସ୍ତୁତି…

Continue Readingଧରାବତରଣ କଲେ ଧନଦାତ୍ରୀ

ସନ୍ତୋଷ ପ୍ରଧାନ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଅନ୍ତର୍ଗତ ହିମିତିରା ଖେଳ ପଡିଆଠାରେ ଚାଲିଥିବା ୧୩ତମ ସନ୍ତୋଷ ପ୍ରଧାନ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ବୌଦ୍ଧ ଏବଂ ସୋନପୁର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା…

Continue Readingସନ୍ତୋଷ ପ୍ରଧାନ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପୌରପାଳିକା ପକ୍ଷରୁ ଜବରଦଖଲ ଉଛେଦ ଅଭିଯାନ

ଅନୁଗୁଳ: ଅନୁଗୁଳ ପୌରପାଳିକା ପକ୍ଷରୁ ବୁଧବାର ସକାଳେ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଥିଲା। ଅମଲା ପଡା କେନାଲ ରୋଡ଼ ନିକଟରେ ସିୱେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପନ ନିମନ୍ତେ ପୌରପାଳିକା ପକ୍ଷରୁ ଏକ ଯାଗା ରଖାଯାଇଥିଲା ନିକଟରେ କିଛି ମାଂସ ଦୋକାନୀ…

Continue Readingପୌରପାଳିକା ପକ୍ଷରୁ ଜବରଦଖଲ ଉଛେଦ ଅଭିଯାନ

ରକ୍ତଦାନ ଶିବିର , ୮୧ ୟୁନିଟ ରକ୍ତ ସଂଗୃହୀତ

ଅନୁଗୁଳ : ଅନୁଗୁଳ ପୌରାଞ୍ଚଳ ଅମଲାପଡା ଜୟଦୁର୍ଗା ୟୁଥ କ୍ଲବ ପରିସରରେ ମଙ୍ଗଳବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିନାୟକ ୟୁଥ କ୍ଲବ ଓ ଓଡ଼ିଶା ମୋ ପରିବାର ମିଳିତ ସହଯୋଗରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ଓଡିଶା…

Continue Readingରକ୍ତଦାନ ଶିବିର , ୮୧ ୟୁନିଟ ରକ୍ତ ସଂଗୃହୀତ

ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ, ଜଣେ ଗିରଫ

ଅନୁଗୁଳ : ଅନୁଗୁଳ ସହରର ରାଜକିଶୋରପଡ଼ାରେ ସୋମବାର ରାତିରେ ସାମାନ୍ୟ ବଚସାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, ରାଜକିଶୋର ପଡ଼ାର ପ୍ରସନ୍ନ କୁମାର ମହାନ୍ତି ଓ ଲୁଲୁ ଓରଫ ପ୍ରଦୀପ ଶତପଥିଙ୍କ ମଧ୍ୟରେ…

Continue Readingସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ, ଜଣେ ଗିରଫ

ସ୍ଥାୟୀ ନିଯୁକ୍ତି ଦାବିରେ ଆୟୁଷ ଡାକ୍ତରଙ୍କ ସାମ୍ବାଦିକ ସମ୍ମିଳନୀ

ଅନୁଗୁଳ: ସ୍ଥାୟୀ ନିଯୁକ୍ତି ଦାବିରେ ଅନୁଗୁଳ ଜିଲ୍ଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ସଂଘର ସଭାପତି ଅଶ୍ୱିନୀ କୁମାର ଖେତିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ସଂଘର ଉପ ସଭାପତି…

Continue Readingସ୍ଥାୟୀ ନିଯୁକ୍ତି ଦାବିରେ ଆୟୁଷ ଡାକ୍ତରଙ୍କ ସାମ୍ବାଦିକ ସମ୍ମିଳନୀ

୫୬ତମ ରାଜ୍ୟସ୍ତରୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଯାପିତ

ଅନୁଗୁଳ: ତାଳଚେର ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସଠାରେ ତାଳଚେର ରାଇଫଲ କ୍ଲବ ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ୫୬ତମ ବନ୍ଧୁକ ଚାଳନା ପ୍ରତିଯୋଗିତା ସୋମବାର ଉଦଯାପିତ ହୋଇଯାଇଛି ।ମୁଖ୍ୟଅତିଥି ଭାବେ କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା, ସାଂସଦ ମହେଶ…

Continue Reading୫୬ତମ ରାଜ୍ୟସ୍ତରୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଯାପିତ

ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସିଲା ନୂଆ ଗାଇଡଲାଇନ

ଅନୁଗୁଳ: ସ୍କୁଲ ଖୋଲିବାକୁ ନେଇ ତତ୍ପର ସରକାର। ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସିଛି ନୂଆ ଗାଇଡଲାଇନ। ସବୁ ପ୍ରଧାନଶିକ୍ଷକ ଏହି ଗାଇଡଲାଇନ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୧ରେ ଏକାଦଶ ଓ ୨୫ରେ ଅଷ୍ଟମ ଶ୍ରେଣୀ ଖୋଲିବ। ୨୫ ତାରିଖ…

Continue Readingଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଆସିଲା ନୂଆ ଗାଇଡଲାଇନ