ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର
ଅନୁଗୁଳ: ଗାନ୍ଧି ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ପଞ୍ଚମହଲା ସ୍ଥିତ ସ୍ୱଧାର ଗୃହରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିର ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ୍ସେବା ପ୍ରାଧିକରଣର ଅଧ୍ୟକ୍ଷଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା।…
