ତାଳଚେର ମେଡିକାଲ୍ କଲେଜ୍କୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବାକୁ ଦାବି: ଆସନ୍ତା ୨୯ ରେ ଗଣଧାରଣା
ଅନୁଗୁଳ: ତାଳଚେର ମେଡିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍କୁ ସରକାରୀ ପରିଚାଳନାରେ କାର୍ଯ୍ୟକାରୀ କରିବା ଦାବିରେ ଆସନ୍ତା ୨୯ ତାରିଖ ଦିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ଗଣଧାରଣା ଆୟୋଜିତ ହେବ। ରବିବାର ପରିବେଶ ସୁରକ୍ଷା ସମିତି ପକ୍ଷରୁ ଆୟୋଜିତ ଆଲୋଚନା…




