ଜିଲ୍ଲା ଜଜ୍ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଠମଲ୍ଲିକ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ଅନୁଗୁଳ: ୨୦୨୬-୨୭ ବର୍ଷ ପାଇଁ ଆଠମଲ୍ଲିକ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଶେଷ ହେବା ପରେ ନବନିର୍ବାଚିତ ପ୍ରତିନିଧି ଦଳ ଅନୁଗୁଳ ଜିଲ୍ଲା ଓ ଦୌରା ଜଜ୍ ଦାମୋଦର ରଥଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସଂଘର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ…


