ତୁରୁଡ଼ାରେ ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଧରିଲେ ଅନ୍ୟ ଦଳର ଏକାଧିକ କର୍ମୀ
ବଇଣ୍ଡା: ରବିବାର ପବିତ୍ର ମହାବିଷୁବ (ପଣା) ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷ ଅବସରରେ ଆଠମଲ୍ଲିକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆଠମଲ୍ଲିକ ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଠମଲ୍ଲିକ…