ଆଠମଲ୍ଲିକ ଓ ବଇଣ୍ଡା ଅବକାରୀ ପକ୍ଷରୁ ଚଢ଼ଉ: ବିପୁଳ ଚୋରା ଦେଶୀ ମହୁଲି ମଦ ଜବତ, ୫ ଗିରଫ
କିଶୋରନଗର: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଓ ବଇଣ୍ଡା ଅବକାରୀ ବିଭାଗ ପକ୍ଷରୁ ଶନିବାର ଠାକୁରଗଡ଼ ଓ ହଣ୍ଡପା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ଉ କରି ଚୋରା ଦେଶୀ ମହୁଲି ମଦ ଜବତ କରିବା ସହ ୫ ଜଣଙ୍କୁ ଗିରଫ କରାଯାଇଛି।…


