ଆଠମଲ୍ଲିକ ଗସ୍ତକରି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଅନୁଧ୍ୟାନ କଲେ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡି ବୃନ୍ଦା
ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ପାଇଁ ନୋଡାଲ ଅଫିସର ଭାବେ ଦାୟିତ୍ୱରେ ଥିବା ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡି ବୃନ୍ଦା ଶୁକ୍ରବାର ଆଠମଲ୍ଲିକ ଗସ୍ତକରି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଅନୁଧ୍ୟାନ କରିଛନ୍ତି। ସେ ଆଠମଲ୍ଲିକ ବ୍ଲକ ଟାପଢ଼ୋଲ ପଞ୍ଚାୟତ, ଠାକୁରଗଡ଼…