ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ଅନୁଗୁଳ: ସୋମବାର ରାତିରେ ଆଠମଲ୍ଲିକ ସହର ଉପକଣ୍ଠ ତଥା ଆଠମଲ୍ଲିକ- ବିନିକେୟୀ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଂକ ଶୋଚନୀୟ ମୃତ୍ୟୁ ହୋଇଛି। ମୃତକ ଜାମୁଡୋଲି ଗ୍ରାମର ଚିତ୍ରସେନ ସାହୁ ବୋଲି ଜଣାଯାଇଛି। ସେ ବାହାରେ ରହୁଥିଲେ।…

Continue Readingସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ଦୁଇଦିନ ହାଲୁକା ବର୍ଷା ସମ୍ଭାବନା ଅନୁଗୁଳରେ ଘନ କୁହୁଡି ଆଶଙ୍କା

ଅନୁଗୁଳ: ସାମୟିକ ଭାବେ ବଦଳିବ ପାଗ। ଗୁରୁବାର ଓ ଶୁକ୍ରବାର ରାଜ୍ୟର କେତେକ ଜାଗାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ପରେ ରାଜ୍ୟର ଶୀତ ପ୍ରକୋପ ପୁଣି ବଢ଼ିବା ସମ୍ଭାବନା ଅଛି। ସୋଆ ଜଳବାୟୁ ଓ ପରିବେଶ (ସିଇସି) କେନ୍ଦ୍ର…

Continue Readingଦୁଇଦିନ ହାଲୁକା ବର୍ଷା ସମ୍ଭାବନା ଅନୁଗୁଳରେ ଘନ କୁହୁଡି ଆଶଙ୍କା

ସଡ଼କ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ ଶିଡ଼ିରୁ ପଡ଼ି ଜୀବନ ଗଲା

ଅନୁଗୁଳ: ଆଠମଲ୍ଲିକ ଥାନା ଇଲାକା ଜାମୁଡୋଲି ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଛାତ ଉପରକୁ ଛୋଟ ଝିଅକୁ ଆଣିବାକୁ ଯାଇଥିବା ବାପା ଶିଡିରୁ ଗଳିପଡ଼ିବାରୁ ଅକାଳ ମୃତ୍ୟୁମୁଖରେ ପଡ଼ିଛନ୍ତି। ମୃତକ ହେଲେ ସେହି ଗ୍ରାମର ସଞ୍ଜୟ ବଡ଼ମାଳି (୪୪)।…

Continue Readingସଡ଼କ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ ଶିଡ଼ିରୁ ପଡ଼ି ଜୀବନ ଗଲା

ପିକଅପ-ବାଇକ ମୁହାଁମୁହିଁ ଧକ୍କା, ଦୁଇ ମୃତ

ଅନୁଗୁଳ: ଠାକୁରଗଡ଼ ଥାନା ଅନ୍ତର୍ଗତ ପୋକଣ୍ଡା ଗାଁ ନିକଟରେ ଏକ ପିକଅପ୍ ଭ୍ୟାନ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ହୋଇଛି। ମୃତ ଆରୋହୀ ଏହି ଥାନା ଖଲାରି ଗ୍ରାମର ଜଗଦୀଶ ପ୍ରଧାନ (୨୭) ଓ ପଡୋଶୀ କୁମୁରିସିଙ୍ଗା ଗ୍ରାମର…

Continue Readingପିକଅପ-ବାଇକ ମୁହାଁମୁହିଁ ଧକ୍କା, ଦୁଇ ମୃତ

ଆଠମଲ୍ଲିକ ଏନ୍‌ଏସିକୁ ମିଳିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ଦ୍ବିତୀୟ ସମ୍ମାନ

ଆଠମଲ୍ଲିକ: ଭାରତ ସରକାରଙ୍କ ଗୃହ ଏବ˚ ନଗର ଉନ୍ନୟନ ବିଭାଗ ତରଫରୁ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଉତ୍କୃଷ୍ଟ କାର୍ଯ୍ୟ ଭାରତ ବର୍ଷରେ କରିଥିବାରୁ ପ୍ରଧାନମନ୍ତ୍ରୀ ସହରି ଯୋଜନାରେ ଭାରତର ଶ୍ରେଷ୍ଠ ନଗର ପଞ୍ଚାୟତ ହିସାବର ସର୍ବୋତ୍କୃଷ୍ଟ ଦ୍ବିତୀୟ ସମ୍ମାନ ପ୍ରାପ୍ତ…

Continue Readingଆଠମଲ୍ଲିକ ଏନ୍‌ଏସିକୁ ମିଳିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସର୍ବୋତ୍କୃଷ୍ଟ ଦ୍ବିତୀୟ ସମ୍ମାନ

ଭିଜିଲାନ୍ସ ଜାଲରେ ଆରଡବ୍ଲୁଏସଏସ କନିଷ୍ଠ କିରାଣି

ଅନୁଗୁଳ: ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ କିରାଣୀ ରୋହିତାଶ୍ଵ ବାଗଙ୍କ ଘର ଓ କାର୍ଯ୍ୟାଳୟ ସମେତ ମୋଟ ୭ ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି l ଆରଡବ୍ଲ୍ୟୁଏସଏସ…

Continue Readingଭିଜିଲାନ୍ସ ଜାଲରେ ଆରଡବ୍ଲୁଏସଏସ କନିଷ୍ଠ କିରାଣି

ଭାଗବଣ୍ଟା ବେଳେ ମାଡ଼ି ବସିଲା ବନ ବିଭାଗ

ଅନୁଗୁଳ: ଆଠମଲ୍ଲିକ ବ୍ଳକ୍‌ ଠାକୁରଗଡ଼ ଥାନା ଅନ୍ତର୍ଗତ ଗିରିଡ଼ା ଗାଁରେ ବନ ବିଭାଗ ଅତର୍କିତ ଚଢ଼ଉ କରି ୧୨ କେଜି ବାର‌୍‌ହା ମା˚ସ ଜବତ କରିଛି। ଜନ୍ତୁ ଶିକାର ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଥିବା ଧଣ୍ତାତୋପା ବନାଞ୍ଚଳ ଅଧିକାରୀ ରାହାସ…

Continue Readingଭାଗବଣ୍ଟା ବେଳେ ମାଡ଼ି ବସିଲା ବନ ବିଭାଗ

ଅନୁଗୁଳରେ ହେବ ସାଇନ୍ସ ପାର୍କ

ଅନୁଗୁଳ: ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୨୦ଟି ଜିଲ୍ଲାରେ ସାଇନ୍ସ ପାର୍କ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନୁଗୁଳରେ ଦ୍ବିତୀୟ ପର୍ଯ୍ୟାୟରେ ଏଭଳି ଏକ ପାର୍କ ପ୍ରତିଷ୍ଠା କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୋପାଳପୁର, ଖଣ୍ତପଡ଼ା, ବାରିପଦା, ଘଟଗାଁ, ପୁରୀ, ରାଉରକେଲା ଆଦି…

Continue Readingଅନୁଗୁଳରେ ହେବ ସାଇନ୍ସ ପାର୍କ

ଫଟୋ ଉଠାଇବାକୁ କେନ୍ଦ୍ରକରି ଗଣ୍ତଗୋଳ

ଅନୁଗୁଳ: ଆଠମଲ୍ଲିକ ଉପଖଣ୍ଡ ଠାକୁରଗଡ଼ ଥାନା କୃତ୍ତିବାସପୁର ଗ୍ରାମରେ ଫଟୋ ଉଠାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ଯରେ ସୋମବାର ଗଣ୍ତଗୋଳ ହୋଉଛି। ପରଦିନ ଘଟଣା ନେଇ ଥାନାରେ ଅଭିଯୋଗ ହୋଇଛି। କିଶୋର ଚନ୍ଦ୍ର ବେହେରାଙ୍କୁ ସେହି ଗ୍ରାମର ଦ୍ବାରୀ ବେହେରା, ବାସୁଦେବ…

Continue Readingଫଟୋ ଉଠାଇବାକୁ କେନ୍ଦ୍ରକରି ଗଣ୍ତଗୋଳ

୧୦ ଡିଗ୍ରୀରେ କମ୍ପୁଛି ଅନୁଗୁଳ

ଅନୁଗୁଳ : ଧୀରେଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି। ସୋନପୁର ସର୍ବନିମ୍ନ ୮.୮ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବରେ…

Continue Reading୧୦ ଡିଗ୍ରୀରେ କମ୍ପୁଛି ଅନୁଗୁଳ