ଗୁଣ୍ଡୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ: କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଆନନ୍ଦପୁର ସ୍ଥିତ ଗୁଣ୍ଡୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦିନ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ…





