ସାମାନ୍ୟ ବଚସାରୁ ମାରପିଟ୍, ପୋଲିସ କର୍ମଚାରୀଙ୍କୁ ଯୁବକ ମାଡ଼ ମାରିଥିବା ଅଭିଯୋଗ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନାର ଜଣେ ପୋଲିସ କର୍ମଚାରୀଙ୍କୁ ଜଣେ ଯୁବକ ମାଡ଼ ମାରିଥିବା ଜଣାପଡ଼ିଛି। ଏ ନେଇ ଠାକୁରଗଡ଼ ଥାନାରେ କୌଣସି ଅଭିଯୋଗ ହୋଇନଥିବା ବେଳେ ପୋଲିସ ଘଟଣାକୁ ଚାପି ଦେବାକୁ ଯୋଜନା କରୁଥିବା ସୂଚନା ମିଳିଛି। ସୂଚନା…





