ଯୋଗାଣ ନିରୀକ୍ଷକଙ୍କୁ ୪ ବର୍ଷ କାରାଦଣ୍ଡ, ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ
ଅନୁଗୁଳ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ଯୋଗାଣ ନିରୀକ୍ଷକଙ୍କୁ ୪ ବର୍ଷ କାରାଦଣ୍ଡ। ସୋମବାର ଅନୁଗୁଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୪ ବର୍ଷ କାରାଦଣ୍ଡ ସହ ୨୫…