ଝିଅମାନେ ନିଜକୁ ନିଜେ ଦେବେ ସୁରକ୍ଷା: ବଅଁରପାଳରେ କିଶୋରୀ ବାଳିକାଙ୍କୁ ଆତ୍ମ ସୁରକ୍ଷା କୌଶଳ ତାଲିମ ପ୍ରଦାନ
ବଅଁରପାଳ: ବଅଁରପାଳ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ମହିଳା ଶିଶୁ ବିକାଶ ଦ୍ଵାରା ଅଦ୍ୱିକା କାର୍ଯ୍ୟକ୍ରମ ମାଧ୍ୟମରେ କିଶୋରୀ ବାଳିକାଙ୍କୁ ଆତ୍ମ ସୁରକ୍ଷା କୌଶଳ ପ୍ରଶିକ୍ଷଣ ଦିଆଯାଇଛି। ସ୍ଥାନୀୟ କୁକୁଡ଼ାଙ୍ଗ ହରିହର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଅଁରପାଳ…
