ପାଞ୍ଚଗଡ଼ରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ୨୫୦ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

ଅନୁଗୋଳ: ପାଞ୍ଚଗଡ଼ ବିଜୟ କୁମାର ଉଚ୍ଚ ବିଦ୍ୟାଳୟ ପରିସରରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବ୍ଲକର ଚାରିଟି ଜୋନ୍‌ରୁ ୨୫୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୧୪ ବର୍ଷରୁ କମ୍ ଏବଂ ୧୭ ବର୍ଷରୁ କମ୍…

Continue Readingପାଞ୍ଚଗଡ଼ରେ ମଣ୍ଡଳ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ୨୫୦ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ

ବଅଁରପାଳ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁ ବାଟିକା ପକ୍ଷରୁ ଆଧାରସ୍ତରୀୟ ମାତୃ କର୍ମଶାଳା, ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଛି। ବିଦ୍ୟାଳୟ ଉପସଭାପତି ପ୍ରକାଶ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଆୟୋଜିତ କର୍ମଶାଳାରେ ଚେତନା ଶ୍ରୀ…

Continue Readingବଅଁରପାଳ ଶିଶୁ ବିଦ୍ୟାମନ୍ଦିରରେ ମାତୃ କର୍ମଶାଳା

ବଅଁରପାଳରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୩୬ଟି ମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଅଭିଯୋଗ ଫଇସଲା

ଅନୁଗୋଳ: ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଶିବିରରେ…

Continue Readingବଅଁରପାଳରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି: ୩୬ଟି ମଧ୍ୟରୁ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଅଭିଯୋଗ ଫଇସଲା

ବୁଢ଼ାପଙ୍କ ସ୍ୱାସ୍ଥ୍ୟକେନ୍ଦ୍ରରେ ଚୋରି, ତାଲା ଭାଙ୍ଗି ଉପକରଣ ନେଇଗଲେ ଦୁର୍ବୃତ୍ତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡ଼ ବୁଢ଼ାପଙ୍କ ଆୟୁଷ୍ମାନ ଆରୋଗ୍ୟ ସ୍ୱାସ୍ଥ୍ୟକେନ୍ଦ୍ରରୁ ଚୋରି ହୋଇଛି। ଶନିବାର ସନ୍ଧ୍ୟାରେ କର୍ମଚାରୀମାନେ କେନ୍ଦ୍ର ବନ୍ଦ କରି ଘରକୁ ଯାଇଥିଲେ। ରବିବାର ଛୁଟି ପରେ ସୋମବାର କେନ୍ଦ୍ର ଖୋଲିବା ବେଳେ ମୁଖ୍ୟ ଗେଟ୍‌ର…

Continue Readingବୁଢ଼ାପଙ୍କ ସ୍ୱାସ୍ଥ୍ୟକେନ୍ଦ୍ରରେ ଚୋରି, ତାଲା ଭାଙ୍ଗି ଉପକରଣ ନେଇଗଲେ ଦୁର୍ବୃତ୍ତ

ଟ୍ରକ୍ ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଛକରୁ ତାଳଚେର ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥର ଗୋତମରା ଗ୍ରାମ ନିକଟ ବ୍ରାହ୍ମଣୀ ଢାବା ସମ୍ମୁଖରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଗୋତମରା ଗ୍ରାମର ସୁବଳ ନାଏକଙ୍କ ପୁଅ ଶ୍ରୀପତି…

Continue Readingଟ୍ରକ୍ ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ବଅଁରପାଳରେ ପୂଜା ପାଇଁ ପ୍ରସ୍ତୁତି ବୈଠକ

ଅନୁଗୋଳ: ବଅଁରପାଳ ଥାନା ପରିସରରେ ଲକ୍ଷ୍ମୀପୂଜା, ଦୁର୍ଗାପୂଜା ଓ କାଳୀପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଥାନାଧିକାରୀ ଦୁଷ୍ମନ୍ତ କୁମାର ସିଂଙ୍କ ଅଧ୍ୟକ୍ଷତାରେ ମିଳିତ ବଣିକ ମହାସଂଘ ଓ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ଏଥିରେ ଯୋଗ ଦେଇଥିଲେ। ବୈଠକରେ…

Continue Readingବଅଁରପାଳରେ ପୂଜା ପାଇଁ ପ୍ରସ୍ତୁତି ବୈଠକ

ପୂଜା ଦେଖିବାକୁ ଯିବା ହେଲା କାଳ, ସଡ଼କ ଦୁର୍ଘଟଣାରେ ଜଣେ ମୃତ

ଅନୁଗୋଳ: ବିଶ୍ୱକର୍ମା ପୂଜା ଦେଖିବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ମୃତକ ହେଲେ କେନ୍ଦୁଝର…

Continue Readingପୂଜା ଦେଖିବାକୁ ଯିବା ହେଲା କାଳ, ସଡ଼କ ଦୁର୍ଘଟଣାରେ ଜଣେ ମୃତ

ବଅଁରପାଳ ସ୍ୱାସ୍ଥ୍ୟ କେନ୍ଦ୍ର ରୋଗୀ କଲ୍ୟାଣ ସମିତି ବୈଠକ ଆୟୋଜିତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୋଗୀ କଲ୍ୟାଣ ସମିତି ପରିଚାଳନା ପରିଷଦର ବୈଠକ ଅନୁଷ୍ଠିତ ହୋଇଛି। ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ଆୟବ୍ୟୟ ଏବଂ ପୂର୍ବ…

Continue Readingବଅଁରପାଳ ସ୍ୱାସ୍ଥ୍ୟ କେନ୍ଦ୍ର ରୋଗୀ କଲ୍ୟାଣ ସମିତି ବୈଠକ ଆୟୋଜିତ

ସ୍କୁଟିକୁ ଧକ୍କା ଦେଇ ଚାପି ଦେଲା ଟ୍ରକ: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ଚାଇଁପାଳ ଓଭରବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୧୪୯ ନଂ ଜାତୀୟ ରାଜପଥରେ ଏକ ଦ୍ରୁତଗାମୀ ଟ୍ରକ ଧକ୍କାରେ ସ୍କୁଟି ଆରୋହୀ ସାବିତ୍ରୀ ବେହେରାଙ୍କ ଜୀବନ ଯାଇଥିବାବେଳେ ତାଙ୍କ ସ୍ୱାମୀ…

Continue Readingସ୍କୁଟିକୁ ଧକ୍କା ଦେଇ ଚାପି ଦେଲା ଟ୍ରକ: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ଅନୁଗୋଳ: ଜିଲ୍ଲାର ବଅଁରପାଳ ଥାନା ଅନ୍ତର୍ଗତ ବିଶ୍ୱନାଥପୁର ସାହିରେ ଜଣେ ୬ ମାସର ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଟାବଣିଆ ଥାନା କୁଶୁପଙ୍ଗା ଗ୍ରାମର ସୋନାଲି ନାୟକ (୨୨)। ଗତ ଫେବ୍ରୁଆରୀ ୨୨ ତାରିଖରେ ଗଣେଶ ସାମଲଙ୍କ ସହ…

Continue Readingନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ