ଅଗ୍ନିକାଣ୍ଡରେ ଦୁଇ ବଖରା ଭସ୍ମୀଭୂତ
ଅନୁଗୁଳ: ବୁଧବାର ଅପରାହ୍ନରେ ବଅଁରପାଳ ବ୍ଲକ ଫୁଲପଡା ପଞ୍ଚାୟତ ଅନ୍ତର୍ଗତ ପଣ୍ଡପୁର ପାହାଡ଼ ପାଖରେ ଦୁଇ ବଖରା ଘର ଭସ୍ମୀଭୂତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟଅଗ୍ନିକାଣ୍ଡରେ ଦୁଇ ବଖରା ଭସ୍ମୀଭୂତ ହୋଇଯାଇଛି। ଗ୍ରାମର ସତ୍ୟାନନ୍ଦ ଗଡନାୟକ ପାହାଡ଼ ପାଖରେ…