ଅନୁଗୁଳ ବନ୍ତଳା ଛକରେ ଭୟାବହ ଅଗ୍ନିକାଣ୍ଡ: ୧୧ ଦୋକାନ ଜଳି ପାଉଁଶ
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଛକରେ ଆଜି ଅପରାହ୍ନରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟି ୧୧ଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ଏକ ଜଳଖିଆ ଦୋକାନରୁ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ, ଏହା ଖୁବ୍ ଶୀଘ୍ର…



