ବସଲା ପଞ୍ଚାୟତ କାର୍ଯ୍ୟାଳୟରେ ଚୋରି, ଏତଲା ଦେଲେ ସରପଞ୍ଚ
ଅନୁଗୁଳ : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବସଲା ପଞ୍ଚାୟତ କାର୍ଯ୍ୟାଳୟରେ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। କାର୍ଯ୍ୟାଳୟରୁ କୋଡ଼ି, ଶାବଳ ଓ ସିମେଣ୍ଟ ଚୋରି ହୋଇଥିବା ବସଲା ସରପଞ୍ଚ ଚନ୍ଦନ କୁମାର ସାହୁ ବନ୍ତଳା ଥାନାରେ ଲିଖିତ…
ଅନୁଗୁଳ : ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବସଲା ପଞ୍ଚାୟତ କାର୍ଯ୍ୟାଳୟରେ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। କାର୍ଯ୍ୟାଳୟରୁ କୋଡ଼ି, ଶାବଳ ଓ ସିମେଣ୍ଟ ଚୋରି ହୋଇଥିବା ବସଲା ସରପଞ୍ଚ ଚନ୍ଦନ କୁମାର ସାହୁ ବନ୍ତଳା ଥାନାରେ ଲିଖିତ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବାଳୁଅକଟା ଗାଁ ପଦ୍ମାବତୀ ପ୍ରଧାନଙ୍କ ଶହେ ତମ ଜନ୍ମଦିନ ଆଜି ପ୍ରଜାପିତା ବ୍ରହ୍ମାକୁମାରୀ ଆଶ୍ରମରେ ପାଳିତ ହୋଇଛି। ତାଙ୍କ ପରିବାର ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିଥି ପୂର୍ବତନ ନଗରପାଳ ଶକ୍ତିପ୍ରସାଦ ପଟ୍ଟନାୟକ, ଅନୁଗୁଳ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ହାତୀ ଆକ୍ରମଣରେ ଗୁରୁତର ଥିବା ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ କଟକ ପଠାଇଛନ୍ତି। ସୂଚନା ମୁତାବକ, ହମାବିରା…
ଅନୁଗୁଳ: କଲେଜ ପଢୁଆ ଛାତ୍ରୀଙ୍କୁ ନେଇ ସରପଞ୍ଚ ଛୁ। ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଉଭୟଙ୍କ ମଧ୍ୟରେ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା। କିନ୍ତୁ ଜାତି ଭିନ୍ନ ହୋଇଥିବାରୁ ଉଭୟଙ୍କ ପରିବାର ଏହି ସମ୍ପର୍କକୁ ସ୍ୱୀକୃତି…
ବନ୍ତଳା: ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆତଙ୍କ। ଆଜି ବନ୍ତଳା ବନାଞ୍ଚଳ ହିଡିସିଙ୍ଗ ଗ୍ରାମରେ ହାତୀ ଲୋକଙ୍କ ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛି। ଫଳରେ କ୍ଷତିଗ୍ରସ୍ତ ପରିବାର ଆଜି ସକାଳୁ ସାତକୋଶିଆ ଅଭୟାରଣ୍ୟ ରାସ୍ତା ଅବରୋଧ କରିଛନ୍ତି।…
ଅନୁଗୁଳ: ସ୍ଥାନୀୟ ବନ୍ତଳା ବନାଞ୍ଚଳରେ ଆଜି ହାତୀ ଆକ୍ରମଣରେ ପୁଣି ଜଣଙ୍କ ଜୀବନ ଯାଇଛି। ବନ ବିଭାଗର ଅବହେଳା ଯୋଗୁଁ ଦନ୍ତା ହାତୀ ଗାଁ ଭିତରେ ପଶି ଦିନ ବେଳେ ମଧ୍ୟ ଲୋକଙ୍କୁ ଆକ୍ରମଣ କରି ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ ମାରୁଛି।…
ଅନୁଗୁଳ: ଅନୁଗୁଳ ବ୍ଲକ ଅନ୍ତର୍ଗତ ବନ୍ତଳା ହରିଜନ ସାହିର ଜଣଙ୍କ ଘର ନିଆଁ ଲାଗି ଜଳିଯାଇଛି। ଅଗ୍ନିକାଣ୍ଡରେ ଧରଣୀଧର ବେହେରାଙ୍କର ଗୋଟିଏ ଚାଳ ଛପର ପାଉଁଶ ହୋଇଯାଇଛି। ସୂଚନା ଅନୁସାରେ, ଧରଣୀଧରଙ୍କ ଘରେ ରୋଷେଇ କରିବା ବେଳେ ନିଆଁ ଲାଗିଯାଇଥିଲା। ଖବର…
ଅନୁଗୁଳ : ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ହେଲେ ହମାମିରା ଗ୍ରାମର ଚମ୍ପାବତୀ ସାହୁ। ରିପୋର୍ଟ ମୁତାବକ, ମଙ୍ଗଳବାର ହମାମିରା ଗ୍ରାମର ଚମ୍ପାବତୀ ସାହୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ…
ଅନୁଗୁଳ: ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ଅଞ୍ଚଳରେ ଆଜି ଏକ ଦନ୍ତା ହାତୀ ମହୁଲ ପୋଚ ଖାଇ ନିଶାରେ ଶୋଇଥିବା ଦେଖାଯାଇଛି। ପୋକତୁଙ୍ଗା ଦେହୁରୀ ନାଳ ନିକଟରେ ଥିବା ଗଡ଼ିଆରେ ହାତୀଟି ଶୋଇଥିବାର ଦେଖି ସ୍ଥାନୀୟ ଲୋକମାନେ ବନ ବିଭାଗକୁ ଜଣାଇଥିଲେ।…
ଅନୁଗୁଳ: ପୁଣି ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି। ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳରେ ହାତୀ ଜଣେ ମହିଳାଙ୍କୁ ମାରିଛି। ମୃତା ମହିଳା ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ(୫୭)। ସୂଚନା ମୁତାବକ, ଆଜି ସକାଳୁ ବିଜୁଳି ଆମ୍ବ…