ବିଜେପି ଯୁବନେତା ଗିରଫ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ନହେଲେ ଥାନା ଘେରିବ ବିଜେଡି
ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେଡି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ବ୍ରଜକିଶୋର ପ୍ରଧାନଙ୍କ ନିର୍ଦ୍ଦେଶରେ ପୂର୍ବତନ ସଭାପତି ମହେନ୍ଦ୍ର ବସ୍ତିଆଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଅନୁଗୁଳ ବନ୍ତଳା ଥାନା ଅଞ୍ଚଳର ଜଣେ ଯୁବକ ଜଣେ ଯୁବତୀଙ୍କୁ ଶାରୀରିକ ଓ…