ବଉଳିଗଡ଼ରେ ଜନ ସମ୍ପର୍କ ପଦଯାତ୍ରା, ଯୋଗ ଦେଲେ ୫୦୦ରୁ ଊର୍ଦ୍ଧ୍ଵ ମହିଳା
ଅନୁଗୁଳ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇଥିବା ଜନ ସମ୍ପର୍କ ପଦଯାତ୍ରା ବଅଁରପାଳ ବ୍ଲକ ବଉଳିଗଡ଼ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା…