ଅନୁଗୁଳରେ ମିଶ୍ରଣ ପର୍ବ: ବସଲା ସରପଞ୍ଚଙ୍କ ନେତୃତ୍ୱରେ ୫୦ ରୁ ଅଧିକ ବିଜେଡି କର୍ମୀ ବିଜେପିରେ ଯୋଗଦାନ
ଅନୁଗୁଳରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀ ବସଲା ପଞ୍ଚାୟତ ସରପଞ୍ଚ ଚନ୍ଦନ କୁମାର ସାହୁଙ୍କ ନେତୃତ୍ୱରେ ୫୦ ରୁ ଅଧିକ ବିଜେଡି କର୍ମୀ ବିଜେପିରେ ଯୋଗଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
