ବିଜେପି ଜିଲ୍ଲା ପଦାଧିକାରୀ ବୈଠକ: ବ୍ୟାପକ ବୃକ୍ଷରୋପଣ ଉପରେ ଗୁରୁତ୍ୱ
ଅନୁଗୁଳ: ଆଜି ଅନୁଗୁଳ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ପଦାଧିକାରୀଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ତିରୋଧାନ ଦିବସ ଜୁନ ୨୩ ରୁ ତାଙ୍କର ଜନ୍ମ…
