ଖଣ୍ଡହତାରେ ବିଜେପିର ମିଶ୍ରଣ ପର୍ବ: ଶଙ୍ଖ ଓ ହାତ ଛାଡ଼ି ପଦ୍ମ ଧରିଲେ ଏକାଧିକ କର୍ମୀ
ଅନୁଗୁଳ: ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀ ୩ ନମ୍ବର ଜୋନ୍ ଅନ୍ତର୍ଗତ ଖଲାରୀ ମଣ୍ଡଳ ଅଙ୍ଗାରବନ୍ଧ ପଞ୍ଚାୟତର ଖଣ୍ଡହତା ଗ୍ରାମର ବହୁ ବିଜେଡି ଓ କଂଗ୍ରେସ କର୍ମୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ…
