ବିଜେପି ପକ୍ଷରୁ ନୂତନ ଭୋଟର ପଞ୍ଜିକରଣ କାର୍ଯ୍ୟକ୍ରମ: ପଦ୍ମ ଦଳକୁ ଭୋଟ୍ ଦେବା ପାଇଁ ଆହ୍ଵାନ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ଶୁକ୍ରବାର ନୂତନ ଭୋଟର ପଞ୍ଜିକରଣ କାର୍ଯ୍ୟକ୍ରମ ସ୍ଥାନୀୟ କବି ରାଧାମୋହନ ଗଡ଼ନାୟକ ପାର୍କରେ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ସିଦ୍ଧାର୍ଥ ରାଉତରାୟଙ୍କ ନେତୃତ୍ଵରେ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…



