ଅନୁଗୁଳ ସମ୍ବଲପୁର ଜାତୀୟ ରାଜପଥ ଡିସେମ୍ବର ସୁଦ୍ଧା ସରିବ !
ଅନୁଗୁଳ: ଅନୁଗୁଳ ସମ୍ବଲପୂର ଜାତୀୟ ରାଜପଥର ନିର୍ମାଣ କାର୍ଯ୍ୟ ଡିସେମ୍ବର ସୁଦ୍ଧା ଶେଷ କରିବାକୁ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି ଠିକା ସଂସ୍ଥାକୁ ତାଗିଦ୍ କରିଛନ୍ତି। ମିଶ୍ରପଡା ସ୍ଥିତ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏକଥା…
