ମାଟ୍ରିକ ପରୀକ୍ଷା ପରିଚାଳନାରେ ତ୍ରୁଟିକୁ ବିଜେପିର ତୀବ୍ର ବିରୋଧ, ଦାହ କଲା ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ କୁଶ ପୁତ୍ତଳିକା
ଅନୁଗୁଳ: ମାଟ୍ରିକ ପରୀକ୍ଷା ପରିଚାଳନାରେ ତ୍ରୁଟି, ପ୍ରଶ୍ନପତ୍ର ଲିକ ଓ ବିକ୍ରି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ ବୋଲି କହି ଅନୁଗୁଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷା ମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି।…
