ବଇଣ୍ଡା କଲେଜରେ ପ୍ରତିଷ୍ଠାତା ଧରଣୀଧର ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ବଇଣ୍ଡା: ଆଜି କିଶୋରନଗର ବ୍ଲକ ବଇଣ୍ଡା ଜନତା ମହାବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠାତା ଧରଣୀଧର ସାହୁଙ୍କ ମହାବିଦ୍ୟାଳୟ ପରିସରରେ ଧରଣୀଧରଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି। ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଚିତ୍ରାନନ୍ଦ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ…