ବଇଣ୍ଡା ରେଳ ଷ୍ଟେସନରେ ୧୪ ଏକ୍ସପ୍ରେସ ଟ୍ରେନ ରହଣି ଦାବି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାବି ପତ୍ର
ବଇଣ୍ଡା: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ବଇଣ୍ଡା ରେଳ ଷ୍ଟେସନରେ ୧୪ ଟି ଏକ୍ସପ୍ରେସ ଟ୍ରେନ ରହଣି କରୁନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏନେଇ ଶୁକ୍ରବାର ବଇଣ୍ଡା ଅଞ୍ଚଳର ଏକ ପ୍ରତିନିଧି ମଣ୍ଡଳୀ ନାକିଚି ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ…



