ଅନୁଗୁଳରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ୧୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ
ଅନୁଗୁଳ: ମଙ୍ଗଳବାର ଜିଲ୍ଲାପାଳ ମହମ୍ମଦ ଅଦ୍ଦାଲ୍ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୦୯ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୦୨ଟି ବ୍ୟକ୍ତିଗତ ଓ ୦୭ଟି ଗ୍ରାମ୍ୟ ଭିତ୍ତିକ…
