ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ
ଛେଣ୍ଡିପଦା: ସ୍ଥାନୀୟ ଛେଣ୍ଡିପଦା ଥାନା ଅନ୍ତର୍ଗତ ଅନୁଗୁଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର କୁକୁରପେଟା ଡ୍ୟାମ ନିକଟରେ ଶନିବାର ଅପରାହ୍ନରେ ଏକ ଅଜଣା ଗାଡି ଧକ୍କାରେ ଜଣେ ମଟରସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛେଣ୍ଡିପଦା ଥାନା କୋଶଳା ଗ୍ରାମର ମେଡିକାଲ…



