ପୁଣି ବାଲ୍ୟ ବିବାହ! ପ୍ରଥମ ସ୍ତ୍ରୀକୁ ଛାଡ଼ପତ୍ର ନ ଦେଇ ନାବାଳିକାଙ୍କୁ ବାହା ହେଉଥିଲା ଯୁବକ, ଉଦ୍ଧାର କଲା ଚାଇଲଡ଼ ଲାଇନ
ଛେଣ୍ତିପଦା: ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ କମ୍ପସଲା ପଞ୍ଚାୟତ କଇଁଛପଦା ଗ୍ରାମରେ ବାଲ୍ୟ ବିବାହ ହେଉଥିବା ଖବର ପାଇ ଚାଇଲଡ଼ ଲାଇନ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଉଦ୍ଧାର କରିବା ପରେ ଶିଶୁ ମଙ୍ଗଳ କମିଟିରେ ହାଜର କରି…




