ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀରେ ବିଜେଡିର ଡିଜିଟାଲ କର୍ମଶାଳା, ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଉପରେ ଗୁରୁତ୍ୱ
ଛେଣ୍ଡିପଦା: ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଶଳା କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ ଓ ଡିଜିଟାଲ କର୍ମଶାଳା ଆୟୋଜିତ ହୋଇଛି। ବୈଠକରେ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଛେଣ୍ଡିପଦା ଓ ବଅଁରପାଳ ବ୍ଲକର ବିଜୁ…
