ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜନୈକା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ଯେ, ୨୦୨୧ ମାର୍ଚ୍ଚ ୨୪ ତାରିଖରେ ଜନୈକା ନାବାଳିକା ଶୌଚ ହେବାକୁ ବାହାରକୁ ଯାଇଥିବାବେଳେ ପାଣପଶି ଗାଁର କୁନା…
