ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି: ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୨ ଜଣଙ୍କୁ ସହାୟତା ପ୍ରଦାନ
ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ସମୁଦାୟ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୨୪ଟି…