ଦର ଦାମ୍ ବୃଦ୍ଧି ପ୍ରତିବାଦରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ଅନୁଗୁଳ: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ସଭାପତିଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ର ସରକାରଙ୍କର ଦର ବୃଦ୍ଧି ରୋକିବା ପାଇଁ କୌଣସି ପ୍ରକାର ଉଦ୍ୟମ ନାହିଁ, ଫଳରେ ଦରବୃଦ୍ଧି ଯୋଗୁ…