ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଆକ୍ରୋଶ ମୁଳକ କାର୍ଯ୍ୟାନୁଷ୍ଠାନ ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ
ଅନୁଗୁଳ: ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା।ଜିଲ୍କା ସଭାପତି ବିପ୍ଳବ ଜେନାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ମୋଦି ସରକାର ପକ୍ଷରୁ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଷଡଯନ୍ତ୍ର କରାଯାଇ ତାଙ୍କୁ କିଭଳି…



