ତୈଳଦର ବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦକୁ ସମର୍ଥନ

ଅନୁଗୁଳ: ଅନୁଗୁଳରେ ଗୁରୁବାର ସକାଳେ ଜିଲ୍ଲା କଂଗ୍ରେସ ପକ୍ଷରୁ ତୈଳଦର ସାଙ୍ଗକୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ବିରୋଧରେ ବାମପନ୍ଥୀ ଦଳମାନେ ଦେଇଥିବା ଓଡିଶା ବନ୍ଦ ଡାକରାକୁ ସମର୍ଥନ କରି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ କରାଯାଇଥିଲା। ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ…

Continue Readingତୈଳଦର ବୃଦ୍ଧି ପ୍ରତିବାଦରେ ଓଡିଶା ବନ୍ଦକୁ ସମର୍ଥନ

ତୈଳ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଅନୁଗୁଳ: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ବିରୋଧ । ଦର ବୃଦ୍ଧିକୁ ବିରୋଧ କରି ଆସନ୍ତାକାଲି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି ବାମ ଦଳ । ସକାଳ ୬ଟାରୁ ଦିନ ୧୨ଟା…

Continue Readingତୈଳ ଦର ବୃଦ୍ଧି ପ୍ରତିବାଦରେ ଗୁରୁବାର ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ତୈଳଦର ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ବିରୋଧରେ କଂଗ୍ରେସର ବିକ୍ଷୋଭ

ଅନୁଗୁଳ: ଅନଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ ତୈଳଚର ସାଙ୍ଗଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବିରୋଧରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ସ୍ଥାନୀୟ ବୁଢ଼ୀ ଠାକୁରାଣୀ ମନ୍ଦିରଠାରୁ କରୋନା କଟକଣାକୁ ଆଖି ଆଗରେ ରଖି ଏକ ଶୋଭାଯାତ୍ରା…

Continue Readingତୈଳଦର ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ବିରୋଧରେ କଂଗ୍ରେସର ବିକ୍ଷୋଭ

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଅନୁଗୁଳ: କୋଭିଡ ମହାମାରୀ ଯୋଗୁଁ ରାଜ୍ୟବାସୀଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଛି। ଏହି ସମସ୍ୟାରୁ ଜନସାଧାରଣ ସମ୍ପୂର୍ଣ୍ଣ ମୁକ୍ତ ହୋଇନଥିବା ବେଳେ ରାଜ୍ୟ ସରକାରଙ୍କ ବିଦ୍ୟୁତ ଦର ବୃଦ୍ଧି ସାଧାରଣ ଜନତାଙ୍କ ଉପରେ ବୋଝ ଉପରେ ନଳିତାବିଡା ସଦୃଶ ହୋଇଛି ।…

Continue Readingବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଂଗ୍ରେସର କନ୍ଦଳ ଦାଣ୍ଡରେ ପଡ଼ି ହାଟରେ ଗଡୁଛି । କିଛି ଦିନ ତଳେ ଜିଲ୍ଲା ମହିଳା ସଭାନେତ୍ରୀ ସବିତାରାଣୀ ଧୀର ଦଳରୁ ଇସ୍ତଫା ଦେଇଥିଲେ । ଜିଲ୍ଲା ସଭାପତି ତାଙ୍କୁ ଉପେକ୍ଷା କରୁଥିବା ଅଭିଯୋଗ ଆଣି ସେ…

Continue Readingଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ

ବିପ୍ଳବ ଜେନା ପୁଣି ଡିସିସି ସଭାପତି

ଅନୁଗୁଳ: ଗତ ରବିବାର ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ କଂଗ୍ରେସ କମିଟି ସଭାପତିଙ୍କ ନାଁ ଘୋଷଣା କରାଯାଇଥିବାବେଳେ ଅନୁଗୁଳରୁ ବିପ୍ଳବ ଜେନା ଦ୍ବିତୀୟ ଥର ପାଇଁ ଡିସିସି ସଭାପତି ମନୋନୀତ ହୋଇଛନ୍ତି। ଏଥିନେଇ ଶ୍ରୀ ଜେନା ରାଷ୍ଟ୍ରୀୟ କଂଗ୍ରେସ ଅଧ୍ୟକ୍ଷା ସୋନିଆ…

Continue Readingବିପ୍ଳବ ଜେନା ପୁଣି ଡିସିସି ସଭାପତି