ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ୨୦୨୫ ପାଳନ
ଅନୁଗୁଳ: ଜିନ୍ଦଲ ଷ୍ଟିଲର ସାମାଜିକ ଅଙ୍ଗ, ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ସହ ପାଳନ କରାଯାଇଛି। ଏହି ଅବସରରେ ସାବିତ୍ରୀ ଜିନ୍ଦଲ ଡିଏଭି ହାଇସ୍କୁଲ, କଲେଜ, ନର୍ସିଂ ଛାତ୍ରଛାତ୍ରୀ, ତୃତୀୟ…
