କୋଲ ବ୍ଲକ୍ ସର୍ଭେକୁ ଗ୍ରାମବାସୀଙ୍କ ବିରୋଧ
ଅନୁଗୁଳୁ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ବଡ଼ତ୍ରିବିଡ଼ା ପଞ୍ଚାୟତ ବାରିହାପୁର ଗାଁର ଜଳତାପ କୋଲ ବ୍ଲକରେ କୋଇଲା ଖୋଳା ସର୍ଭେକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ କମ୍ପାନି ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।…



