ପରକୀୟା ପ୍ରୀତି ହେଲା କାଳ! ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ, ପ୍ରେମୀ ଯୁଗଳଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା କଣିହାଁ ପୋଲିସ

ଅନୁଗୁଳ: ପରକୀୟା ପ୍ରୀତି ପାଇଁ ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା କରିଥିବା ସ୍ତ୍ରୀକୁ ବାନ୍ଧିଲା ପୋଲିସ। ଏଥିସହ ଅଭିଯୁକ୍ତ ପ୍ରେମିକକୁ ମଧ୍ୟ କଣିହାଁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଦ୍ବୟ ହେଲେ ଅନୁଗୁଳ ସଦର…

Continue Readingପରକୀୟା ପ୍ରୀତି ହେଲା କାଳ! ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ, ପ୍ରେମୀ ଯୁଗଳଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା କଣିହାଁ ପୋଲିସ

ଜମିବାଡ଼ି ବିବାଦ ହେଲା କାଳ : ପଡ଼ୋଶୀଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁତର

  ଅନୁଗୁଳ: ଜମି ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଛନ୍ତି ପଡ଼ୋଶୀ। ପଡୋଶୀଙ୍କ ଚୋଟରେ କୀର୍ତ୍ତନ ସେଠୀ(୪୫) ଗୁରୁତର ହୋଇଛନ୍ତି। ଅନୁଗୁଳ ଜିଲ୍ଲା କଣିହାଁ ଥାନା ଇଲାକା କଂସମୁଣ୍ଡା ଗ୍ରାମରେ ଏଭଳି ଘଟଣା ସାମ୍ନାକୁ ଆସିଛି।…

Continue Readingଜମିବାଡ଼ି ବିବାଦ ହେଲା କାଳ : ପଡ଼ୋଶୀଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁତର

ଘରେ କେହି ନ ଥିବା ବେଳେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଶନିବାର ଜଣେ ଯୁବକକୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ହେଲେ ନାଲମ ଗ୍ରାମର କାର୍ତ୍ତିକା ଗୋଚ୍ଛାୟତ(୨୭)। ସୂଚନା ମୁତାବକ, ପୀଡ଼ିତା ଯୁବତୀଙ୍କ ବାପା, ମା' ଘରେ…

Continue Readingଘରେ କେହି ନ ଥିବା ବେଳେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

କଣିହାଁରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ, ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ସ୍ଥିତ ପବିତ୍ରମୋହନ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୪ ଆୟୋଜିତ ହୋଇଛି। କଣିହାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଦ୍ୱାରା ଏନଟିପିସି ତାଳଚେର କଣିହାଁ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ…

Continue Readingକଣିହାଁରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ, ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମ ଭିଏମସି ବୈଠକ ଆୟୋଜିତ, ୧୩ଟି ପ୍ରସ୍ତାବ ଉପରେ ହେଲା ଆଲୋଚନା

ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ଏନଟିପିସିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟର ୨୦୨୪-୨୫ ବର୍ଷର ପ୍ରଥମ ବିଦ୍ୟାଳୟ ମ୍ୟାନେଜମେଣ୍ଟ କମିଟି ବୈଠକ ଚେୟାରମ୍ୟାନ (ନୋମିନି ) ଭି ପ୍ରେମ କୁମାରଙ୍କ ଜରିଆରେ ବିଦ୍ୟାଳୟର ଅଧ୍ୟକ୍ଷ କ୍ରିଷ୍ଣା କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। କମିଟିର ମେମ୍ବର…

Continue Readingକେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମ ଭିଏମସି ବୈଠକ ଆୟୋଜିତ, ୧୩ଟି ପ୍ରସ୍ତାବ ଉପରେ ହେଲା ଆଲୋଚନା

ବ୍ଲକ ସ୍ତରୀୟ କବାଡ଼ି ଓ ଖୋ ଖୋ ପ୍ରତିଯୋଗିତା

କଣିହାଁ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ପବିତ୍ର ମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ପରିସରରେ ବ୍ଲକ ସ୍ତରୀୟ କବାଡି ଓ ଖୋ ଖୋ ପ୍ରତିଯୋଗିତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଲଲହଡ଼ା ବିଧାୟକ ଅଶୋକ…

Continue Readingବ୍ଲକ ସ୍ତରୀୟ କବାଡ଼ି ଓ ଖୋ ଖୋ ପ୍ରତିଯୋଗିତା

କଣିହାଁ ବ୍ଲକର ବିଭିନ୍ନ ଗାଁ ବୁଲି ଲୋକଙ୍କୁ ସଚେତନ କଲା ସୁଭଦ୍ରା ସଚେତନତା ରଥ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବୁଲି ଲୋକଙ୍କୁ ସଚେତନ କରୁଛି ସୁଭଦ୍ରା ସଚେତନତା ରଥ। ରବିବାର ଏହି ରଥ କଣିହାଁ ବ୍ଲକର କଣିହାଁ, ଡେରଙ୍ଗ, କାକୁଡ଼ିଆ, ବଡଗୁଣ୍ଡୁରୀ, ହନୁମାନପୁର, ଦଳକ, ତାଳପଦା ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ବିଭିନ୍ନ ଗ୍ରାମରେ ସଚେତନତା ବାର୍ତ୍ତା ଦେଇଥିଲେ।…

Continue Readingକଣିହାଁ ବ୍ଲକର ବିଭିନ୍ନ ଗାଁ ବୁଲି ଲୋକଙ୍କୁ ସଚେତନ କଲା ସୁଭଦ୍ରା ସଚେତନତା ରଥ

ବିଜେଡିର ଜନଜାଗରଣ ସଭା: ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବି

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକରେ ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଜନଜାଗରଣ ସଭା ଅନୁଷ୍ଠିତ ହୋଇଛି। ସଭାରେ ବିଜେଡି କହିଛି, ଗତ ନିର୍ବାଚନରେ ବିଜେପି ରାଜ୍ୟରେ ଡବଲ…

Continue Readingବିଜେଡିର ଜନଜାଗରଣ ସଭା: ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବି

ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୁଳ: ଜିଲ୍ଲାପାଳ ଅବଦ୍ଦାଲ୍ ଏମ୍ ଅଖରଙ୍କ ଅଧ୍ୟକ୍ଷତାରେ ସୋମବାର କଣିହାଁ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୯୩ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୬୭ଟି ବ୍ୟକ୍ତିଗତ ଓ ୨୬ଟି ଗ୍ରାମ୍ୟ ଭିତ୍ତିକ…

Continue Readingଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ

ମାଗଣା ପ୍ରଶିକ୍ଷଣ ପାଇଁ ୨୧ ଜଣ ମନୋନୀତ

କଣିହାଁ: ଆତ୍ମନିର୍ଭର ହେବାକୁ ଦେୟ ମୁକ୍ତ ପ୍ରଶିକ୍ଷଣ ନିମନ୍ତେ ସ୍ଥାନୀୟ କଣିହାଁ ପଞ୍ଚାୟତ ସମିତି ପବିତ୍ର ମୋହନ ସଭାଗୃହରେ ଗୁରୁବାର ଚୟନ ଶିବିର ଅନୁଷ୍ଠିତ ହୋଇଛି। ଅନୁଗୁଳ ଜିଲ୍ଲା ଖଣିଜ ପାଣ୍ଠି ସହଯୋଗରେ ଉକ୍ତ ଯୋଜନାକୁ ନେଇ ସେଣ୍ଟ୍ରାଲ୍ ଟୋଲ ରୁମ…

Continue Readingମାଗଣା ପ୍ରଶିକ୍ଷଣ ପାଇଁ ୨୧ ଜଣ ମନୋନୀତ