କଣିହାଁରେ ୮୮ତମ ପ୍ରଜାମଣ୍ଡଳ ଜନ୍ମଜୟନ୍ତୀ ପାଳିତ
କଣିହାଁ: ଅନୁଗୁଳ ଜିଲ୍ଲା ତାଳଚେର ସ୍ୱାଧୀନତା ସଂଗ୍ରାମୀ ମେମୋରିଆଲ୍ ଟ୍ରଷ୍ଟ୍ ପକ୍ଷରୁ ଶନିବାର କଣିହାଁରେ ୮୮ତମ ପ୍ରଜାମଣ୍ଡଳ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ପାଳଲହଡା ବିଧାୟକ ଅଶୋକ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଂଚାୟତରାଜ ମନ୍ତ୍ରୀ ରବିନାରାୟଣ…



