ବଜ୍ରକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ବୃକ୍ଷରୋପଣ
କଣିହାଁ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ବଜ୍ରକୋଟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ସ୍ଵସ୍ଥ ପରିବେଶ ନିମନ୍ତେ ବୃକ୍ଷ ଚାରା ରୋପଣ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅନୁଗୁଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ରଶ୍ମିତା ସେଠୀ, କଣିହାଁ ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ,…