କିଶୋରନଗର ବ୍ଲକସ୍ତରୀୟ ମାଧ୍ୟମିକ ବିଦ୍ୟାଳୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ, ଅଂଶଗ୍ରହଣ କଲେ ୭୧ ପ୍ରତିଯୋଗୀ
ଅନୁଗୁଳ: କିଶୋରନଗର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କିଶୋରନଗର ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ବ୍ଲକସ୍ତରୀୟ ମାଧ୍ୟମିକ ବିଦ୍ୟାଳୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଛି। ଏଥିରେ ବ୍ଲକର ୨୪ ଟି ଉଚ୍ଚ ବିଦ୍ୟାଳୟର ୭୧ ଜଣ…