ରାଜ୍ୟସ୍ତରୀୟ ପାଳଲହଡ଼ା କପ୍ ଫୁଟବଲ୍ ଉଦ୍ଯାପିତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡ଼ା ଷ୍ଟାଡିୟମରେ ୭ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ପାଳଲହଡ଼ା କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍ଯାପିତ ହୋଇଛି।ଫାଇନାଲ ମ୍ୟାଚର ଏକ ସଂଘର୍ଷପୂର୍ଣ୍ଣ ଖେଳରେ ଅନୁଗୁଳ ଜିଲ୍ଲାର ବାଗେଡ଼ିଆ ସମ୍ବଲପୁର ଫୁଟବଲ୍ କ୍ଲବକୁ ୧-୦ ଗୋଲରେ ପରାସ୍ତ…



