ଅନୁଗୋଳ ପୌରପାଳିକା କାର୍ଯ୍ୟାଳୟ ବୁଲି ଦେଖିଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
ଅନୁଗୋଳ: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଗୁରୁବାର ଅନୁଗୋଳ ଗସ୍ତରେ ଆସି ପୌରପାଳିକା କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟଧାରା ଓ ପ୍ରଶାସନିକ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ କାର୍ଯ୍ୟାଳୟର ଗ୍ରୀନ୍…




