ଅନୁଗୁଳରେ ବିଓଭି ଚଳାଇଲେ ମହିଳା
ଅନୁଗୁଳ: ଅନୁଗୁଳ ପୌରପାଳିକ।ରେ ଘର ଘର ବୁଲି ଆବର୍ଜନା ସଂଗ୍ରହ କରିବା ପାଇଁ ନିକଟରେ ୧୮ଟି ବିଓଭି ବା ବ୍ୟାଟେରୀ ଅପରଟେଡ଼ ଭେଇକିଲର ଶୁଭାରମ୍ଭ କରିଥିଲେ ରାଜ୍ୟ ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ। ଏହି ଚାଳକ ମାନଙ୍କ…
Read More...
Read More...