ଶୈଳଶ୍ରୀକ୍ଷେତ୍ରରେ ନାଗାର୍ଜୁନ ବେଶ
ଅନୁଗୁଳ: ଶୈଳଶ୍ରୀକ୍ଷେତ୍ରରେ ସମ୍ପନ୍ନ ହୋଇଛି ଶ୍ରୀଜିଉଙ୍କ ଦୁର୍ଲ୍ଲଭ ନାଗାର୍ଜୁନ ବେଶ । ୧୬ ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇଛନ୍ତି ମହାପ୍ରଭୁ। ବୀର ନାଗା ବେଶରେ ଦୁଇ ଭାଇ ଜଗା-ବଳିଆ ସଜେଇ ହୋଇଛନ୍ତି l ତ୍ରିଭୁବନେଶ୍ୱରୀ ବେଶରେ ସଜେଇ ହୋଇଛନ୍ତି ଦେବୀ ସୁଭଦ୍ରା…